Year: 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ଭୁବନେଶ୍ୱର ତା-୨୧.୦୩.୨୦୨୬ [ଆ.ଦୁ.ନି] ମୁଖ୍ୟ ଶାସନ ସଚିବଶ୍ରୀମତୀ  ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଆଜି ସଚିବସ୍ତରୀୟ ବୈଠକ  ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ...