ଭୁବନେଶ୍ୱର (ଆ.ଦୁ.ନିଉଜ) : ଜିନ୍ଦଲ ଷ୍ଟିଲର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେଶନକୁ ସିଏସ୍ଥାର ପ୍ରକଳ୍ପ ପାଇଁ ଏହିଡ ସିଏସ୍ଥାର ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି। ଭାରତ ସର ସରକାରଙ୍କ ପୂର୍ବତନ ସଚିବ ଏବଂ ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ ଅଫ କର୍ପୋରେଟ ଆଫେୟାର୍ସର ପୂର୍ବତନ ନିର୍ଦ୍ଦେଶକ ଜେନେରାଲ ଏବଂ ସିଇଓ ଡକ୍ଟର ଭାସ୍କର ଚାଟାର୍ଜୀ ଭୁବନେଶ୍ଵରରେ ଏକ ଭବ୍ୟ ସମାରୋହରେ ଏହି ପୁରସ୍କାର ପ୍ରଦାନ କରିଥିଲେ। ଜିନ୍ଦଲ ଷ୍ଟିଲର ଅଧ୍ଯକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ବରେ ଫାଉଣ୍ଡେସନର ଜଳଛାୟା ବିକାଶ କାର୍ଯ୍ୟକ୍ରମଗୁଡ଼ିକୁ ରୂପରେଖ ଦିଅଯାଉଛି। ଏହି ଅବସରରେ ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ଶାଲୁ ଏହି ଜିନ୍ଦଲ କହିଛନ୍ତି, ଆମେ ବିଶ୍ଵାସ କରୁ ଯେ ପ୍ରକୃତ ପ୍ରଗତି ସାମଗ୍ରିକ । ପାଣି ଞ୍ଛଳର ବିକାଶରେ ନିହିତ – ଯେଉଁଠାରେ ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିବେଶ କାର୍ଯ ନର ଏବଂ ସଂସ୍କୃତି ଏକତ୍ର ହୋଇ ସନ୍ତୁଳିତ ଏବଂ ସ୍ଥାୟୀ ଉପାୟରେ ଜୀବନକୁ ଉନ୍ନତ କରିଥାଏ । ସ୍ଥାୟିତ୍ଵ ଏବଂ ମାନବିକ ମର୍ଯ୍ୟାଦାର ନୀତି ସହିତ ଜିନ୍ଦଲ ଫାଉଣ୍ଡେସନର ପଦକ୍ଷେପଗୁଡ଼ିକୁ ସମନ୍ବିତ କରି ସାମାଜିକ, ଆର୍ଥକ ଏବଂ କାରେ | ପରିବେଶଗତ ଭାବରେ ଉନ୍ନତି କରିପାରୁଥିବା ସ୍ଥିର ସମ୍ପ୍ରଦାୟ ନିର୍ମାଣ କରିବାକୁ ଲକ୍ଷ୍ୟ ରଖୁଥିବା ସେ କହିଛନ୍ତି । ସୂଚନାଥାଉ କି, ଏହି କାର୍ଯ୍ୟକ୍ରମରେ ଜିନ୍ଦଲ ଲେ। ଷ୍ଟିଲର ସଭାପତି ଏବଂ ଗୋଷ୍ଠୀ ମୁଖ୍ୟ (ସିଏସ୍ଆର୍ ଏବଂ ଶିକ୍ଷା) ପ୍ରଶାନ୍ତ ହୋତା ବୈଷୟିକ ଅଧୂବେଶନରେ ଅଂଶଗ୍ରହଣ କରିଥିଲେ। ଅଧୂବେଶନରେ ସେ ସିଏସ୍ର ମାଧ୍ୟମରେ ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କରିବା ପାଇଁ ବିଭିନ୍ନ ରଣନୀତି ଏବଂ ଉପାୟ ଉପରେ ଆଲୋକପାତ କରିଥିଲେ ।

