ଓଡ଼ିଶା କ୍ରିକେଟ ଆସୋସିଏସନ ସଭାପତି ଶ୍ରୀ ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି କଟକରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା T20 ମ୍ୟାଚର ଟିକେଟ ପ୍ରଦାନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନଲାଇନ ମାଧ୍ୟମରେ ଏହି ଟିକେଟ କିଣିଛନ୍ତି
୩୦ ନଭେମ୍ବର ୨୦୨୫
