ଭୁବନେଶ୍ୱର ୨୦ ଫେବ୍ରୁଆରୀ ୨୦୨୬ [ଆ.ଦୁ.ନି]

୨୦୨୬-୨୭ ବଜେଟରେ ଭଦ୍ରକରେ ନୂତନ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ଭଦ୍ରକ ବିଧାୟକ ଶ୍ରୀ ସିତାଂଶୁ ଶେଖର ମହାପାତ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିଧାନସଭା ପ୍ରକୋଷ୍ଠରେ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରୁଛନ୍ତି ।

୨୦୨୬-୨୭ ବଜେଟରେ ବଲାଙ୍ଗୀର ରେ ସରକାରୀ ଇଞ୍ଜିନିୟରିଂ କଲେଜ ଓ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ଲୋଇସିଂହା ବିଧାୟକ ତଥା ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ ମୁକେଶ ମହଲିଙ୍ଗ ଏବଂ ଟିଟଲାଗଡ ବିଧାୟକ ଶ୍ରୀ ନବୀନ ଜୈନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିଧାନସଭା ପ୍ରକୋଷ୍ଠରେ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରୁଛନ୍ତି ।

୨୦୨୬-୨୭ ବଜେଟରେ ଗଜପତି ଜିଲ୍ଲା ରେ ନୂତନ ଆୟୁର୍ବେଦିକ କଲେଜ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିଧାନସଭା ପ୍ରକୋଷ୍ଠରେ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରୁଛନ୍ତି ।

୨୦୨୬-୨୭ ବଜେଟରେ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ର ର ବିକାଶ ଏବଂ ନୂତନ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ମହାକାଳପଡ଼ା ବିଧାୟକ ଶ୍ରୀ ଦୁର୍ଗା ପ୍ରସନ୍ନ ନାୟକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିଧାନସଭା ପ୍ରକୋଷ୍ଠରେ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରୁଛନ୍ତି ।

Chief Minister Shri Mohan Charan Majhi briefing media on budget 2026-27 at assembly conference hall on 20 February 2026

Chief Minister Shri Mohan Charan Majhi presenting copies of general budget 2026-27 to Speaker Smt Surama Padhi and Deputy Speaker Shri Bhabani Shankar Bhoi in assembly on 20 February 2026

Chief Minister Shri Mohan Charan Majhi presenting a copy of the general budget 2026-27 to Governor Dr Haribabu Kambhampati at Lok Bhawan on 20 February 2026
