- ପୂର୍ବ ଭାର ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନେଇ ସୋଆକୁ ସମ୍ମାନ ପ୍ରଦାନ ସୋଆ କୁଳପତି ମଧ୍ୟ ସମ୍ବନ୍ଧିତ
ଭୁବନେଶ୍ବର, ନଶ୍ୱର, ମାର୍ଚ୍ଚ ୩୦.୨୦୨୬ [ଆ.ଦୁ.ନି] ଦେଶର ଅଗ୍ରଣୀ ବିଶ୍ଵବିଦ୍ୟାଳୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ବବିଦ୍ୟାଳୟକୁ ପୂର୍ବ ଭାରତରେ । ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନେଇ ଗ୍ରାଜିଆ ଟ୍ରେଣ୍ଡସେଟର୍ସ ୨୦୨୬ ସମ୍ମାନ ପ୍ରଦାନ କରାଯାଇଛି । ଏଥି ସହିତ ଶୈକ୍ଷିକ ଓ ନେତୃତ୍ବ କ୍ଷେତ୍ରରେ ଉତ୍କୃଷ୍ଟତା ନିମନ୍ତେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କୁ ମଧ୍ୟ ଗ୍ରାଜିଆ ଟ୍ରେଣ୍ଡସେଟର୍ସ ୨୦୨୬ ସମ୍ମାନରେ ସମ୍ବନ୍ଧିତ କରାଯାଇଛି ।
ଗତ ବୁଧବାର କୋଲକାତା ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୋଆ ବିଶ୍ୱବିଦ୍ୟାଳୟ ଏବଂ କୁଳପତି ପ୍ରଫେସର ନନ୍ଦଙ୍କୁ ଗ୍ରାଜିଆ । ପକ୍ଷରୁ ଏହି ସମ୍ମାନ ଜ୍ଞାନ ପ୍ରଦାନ କରାଯାଇଛି ।
କାର୍ଯ୍ୟକ୍ରମରେ ସତନ୍ତ୍ର ଅତିଥି । ଭାବେ ବଲିଉଡ୍ ତାରକା ରସିକା ଦୁଗଲ, ତାହା ଶାହା ବାଦୁଶାହ, ପରମବ୍ରତ ଚାଟ୍ଟାର୍ଜୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇ ଗ୍ରାଜିଆ ସମ୍ମାନ ପ୍ରଦାନ କରିଥିଲେ ।
ଗ୍ରାଜିଆ ହେଉଛି ବି ବିଶ୍ବର ଏକ ଅଗ୍ରଣୀ ମହିଳା ସାପ୍ତାହିକ ପ୍ରତ୍ରିକା ଯାହାର କି ଭାରତ ସମେତ ଅନ୍ୟ ଦେଶମାନଙ୍କରେ ଙ୍କରେ ମଧ୍ୟ ପ୍ରକାଶ ଶନ ରହିଛି । କଳା, ସଂସ୍କୃତି, ଶିକ୍ଷା, ଉଦ୍ୟୋଗୀକରଣ, ଚଳଚ୍ଚିତ୍ର, ଫ୍ୟାସନ୍ ଓ ଡିଜାଇନ୍ ପ୍ରଭୃତିକୁ ନୁ ପ୍ରୋତ୍ସାହନ ଦେବାରେ ଏହି ପ୍ରତ୍ରିକାର ପ୍ରମୁଖ ଭୂମିକା ରହିଛି । ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଗ୍ରାଜିଆ ପକ୍ଷରୁ ଏହି ସମ୍ମାନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
